ଇମ୍ଫାର ୬୦ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ୪୦୭ଜଣ ବ୍ୟକ୍ତିଙ୍କୁ କୋଭିଡ ଟୀକା ପ୍ରଦାନ
ଇମ୍ଫାର ୬୦ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ୪୦୭ଜଣ ବ୍ୟକ୍ତିଙ୍କୁ କୋଭିଡ ଟୀକା ପ୍ରଦାନ ଚୌଦ୍ୱାର(ଏନ୍.ଏମ୍.): ଚୌଦ୍ୱାରସ୍ଥିତ ଇମ୍ଫା ଶିଳ୍ପଗୋଷ୍ଠୀର ୬୦ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ୪୦୭ଜଣ ବ୍ୟକ୍ତିଙ୍କୁ କୋଭିଡ ଟୀକା ପ୍ରଦାନ କରାଯାଇଛି । ଇମ୍ଫାର ସାମାଜିକ ଓ ଦାୟିତ୍ୱବୋଧ ଶାଖା ତରଫରୁ ଚୌଦ୍ୱାର ଯାତ୍ରା ପଡ଼ିଆରେ ଅବସ୍ଥିତ…












