ମହଙ୍ଗା ହେଲା ମୋବାଇଲ୍ ରିଚାର୍ଜ, ପ୍ରିପେଡ୍ ଶୁଳ୍କ ୨୦ ରୁ ୨୫ ପ୍ରତିଶତକୁ ବୃଦ୍ଧି କଲା ଏୟାରଟେଲ
ମହଙ୍ଗା ହେଲା ମୋବାଇଲ୍ ରିଚାର୍ଜ, ପ୍ରିପେଡ୍ ଶୁଳ୍କ ୨୦ ରୁ ୨୫ ପ୍ରତିଶତକୁ ବୃଦ୍ଧି କଲା ଏୟାରଟେଲ ନୂଆଦିଲ୍ଲୀ (ଏନ୍.ଏମ୍.): ମୋବାଇଲରେ କଥାବାର୍ତ୍ତା କରି ନେଟ୍ ସର୍ଫିଂ ପାଇଁ ଆପଣଙ୍କୁ ଅଧିକ ଟଙ୍କା ଦେବାକୁ ପଡିବ । ମୋବାଇଲ୍ ଫୋନ୍ ରିଚାର୍ଜ ବର୍ତ୍ତମାନ ମହଙ୍ଗା ହୋଇଛି । ଦେଶର…












