ବିଶ୍ୱ ଶୌଚାଳୟ ଦିବସ ପାଳିତ
ବିଶ୍ୱ ଶୌଚାଳୟ ଦିବସ ପାଳିତ କୋଣାର୍କ(ଏନ୍.ଏମ୍.): କୋଣାର୍କ ଭଗବତୀ ମହାବିଦ୍ୟାଳୟ ପରିସରରେ ଓଡିଶାର ପ୍ରଥମ ଗୋଷ୍ଠୀ ବେତାର କେନ୍ଦ୍ର ରେଡିଓ ନମସ୍କାର ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସ ଅବସରରେ ୟୁଥ୍ଫର୍ ୱଟର କାଯ୍ୟକ୍ରମ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥିଭାବେ ଅଧ୍ୟାପକ ଦୁର୍ଗା ଚରଣ ମୁରୁଡି, ସରୋଜ କୁମାର ଶତ୍ପଥୀ, ଲେପ୍ଟଟାଣ୍ଟ ବିନୟ ଭୂଷଣ ମହାନ୍ତି,ରେଡିଓ ନମସ୍କାର ସଂଯୋଜଜ ଅନ୍ଦାଜ ଆରନ୍, କାର୍ଯ୍ୟନିର୍ବାହୀ ଅଧିକାରୀ ରୋଜାଲିନ୍ ପ୍ରଧାନ ପ୍ରମୁଖ ଯୋଗଦେଇ ଶୌଚାଳୟର ବ୍ୟବହାର ଓ ସ୍ୱଚ୍ଛତା…
