ଡିସେମ୍ବର ୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ
ଡିସେମ୍ବର ୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଭୁବନେଶ୍ୱର (ଏନ୍.ଏମ୍.): ଆସନ୍ତା ଡିସେମ୍ବର ୧ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ ବୋଲି ଜଣାପଡ଼ିଛି । ଏହି ଅଧିବେଶନ ଡିସେମ୍ବର ୩୧ ୟତାରିଖ ପର୍ଯ୍ୟନ୍ତ ଚାଲିବ । ତେବେ ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ôଥକ ବର୍ଷର ପ୍ରଥମ ଅତିରିକ୍ତ…












