କରେନାରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ ତୁରନ୍ତ କ୍ଷତିପୂରଣ ପାଇଁ ଦାବିପତ୍ର
କରେନାରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ ତୁରନ୍ତ କ୍ଷତିପୂରଣ ପାଇଁ ଦାବିପତ୍ର #କଟକ(ଏନ୍.ଏମ୍.): କରୋନା ସମୟରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ ତୁରନ୍ତ କ୍ଷତିପୂରଣ ସହିତ ସେମାନଙ୍କ ପିଲାମାନଙ୍କୁ ଶିକ୍ଷା ଓ ଭରଣପୋଷଣରେ ସହାୟତା ପ୍ରଦାନ ନିମନ୍ତେ ଆମ୍ ଆଦ୍ମୀ ପାର୍ଟି ପକ୍ଷରୁ ଦାବି କରାଯାଇଛି । ଏହି ପରିପ୍ରେକ୍ଷୀରେ ଆପ୍ କଟକ ନଗର ଓ ରାଜ୍ୟ ସଂଖ୍ୟାଲଘୁ ସଭାପତି ମୁନ୍ତାକିମ୍ ବକ୍ସଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କଟକ ଜିଲ୍ଲାପାଳ ଓ ସି.ଏମ୍.ସି. କମିଶନରଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ…
