କରେନାରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ ତୁରନ୍ତ କ୍ଷତିପୂରଣ ପାଇଁ ଦାବିପତ୍ର
କରେନାରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ ତୁରନ୍ତ କ୍ଷତିପୂରଣ ପାଇଁ ଦାବିପତ୍ର #କଟକ(ଏନ୍.ଏମ୍.): କରୋନା ସମୟରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ ତୁରନ୍ତ କ୍ଷତିପୂରଣ ସହିତ ସେମାନଙ୍କ ପିଲାମାନଙ୍କୁ ଶିକ୍ଷା ଓ ଭରଣପୋଷଣରେ ସହାୟତା ପ୍ରଦାନ ନିମନ୍ତେ ଆମ୍ ଆଦ୍ମୀ ପାର୍ଟି ପକ୍ଷରୁ ଦାବି କରାଯାଇଛି । ଏହି ପରିପ୍ରେକ୍ଷୀରେ ଆପ୍…












