ଦେଶମୁଖଙ୍କ ପରେ ନଜରରେ ଅଜିତ ପାୱାର, ହଜାରେ କୋଟିର ସମ୍ପତ୍ତି ସିଜ୍ ପାଇଁ ଇଡିର ନୋଟିସ୍
ଦେଶମୁଖଙ୍କ ପରେ ନଜରରେ ଅଜିତ ପାୱାର, ହଜାରେ କୋଟିର ସମ୍ପତ୍ତି ସିଜ୍ ପାଇଁ ଇଡିର ନୋଟିସ୍ ମୁମ୍ବାଇ (ଏଜେନ୍ସି): ଇଡି ପକ୍ଷରୁ ମହାରାଷ୍ଟ୍ରର ପୂର୍ବତନ ଗୃହ ମନ୍ତ୍ରୀ ଅନୀଲ ଦେଶମୁଖଙ୍କୁ ଗିରଫ କରାଯିବା ପରେ ଆୟକର ବିଭାଗ ପକ୍ଷରୁ ରାଜ୍ୟର ଡେପୁଟି ସିଏମ୍ ଅଜିତ ପାୱାରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଯାଇଛି । ଆୟକର ବିଭାଗ ପକ୍ଷରୁ ଅଜିତ ପାୱାରଙ୍କ ୫ ସମ୍ପତ୍ତି ସିଜ୍ କରିବାକୁ ଆଦେଶ ଦିଆଯାଇଛି । ସିଜ୍ ହେବାକୁ ଥିବା ଏହି ସମ୍ପତ୍ତିର…
