ଖଦି ମହିଳାମାନଙ୍କୁ ସମ୍ମାନର ସହ ଆତ୍ମନିର୍ଭରଶୀଳ ହେବା ଶିଖାଉ : ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର
ଖଦି ମହିଳାମାନଙ୍କୁ ସମ୍ମାନର ସହ ଆତ୍ମନିର୍ଭରଶୀଳ ହେବା ଶିଖାଉ : ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର #ଭୁବନେଶ୍ୱର(ଏନ୍.ଏମ୍.): ଆଜି ପୂର୍ବାହ୍ନରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ଦ୍ୱାରା ଆୟୋଜିତ ବୈଠକରେ ଯୋଗ ଦେଇ ଶକ୍ତି, ଶିଳ୍ପ, ଏମ୍ଏସ୍ଏମ୍ଇ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ଖଦି ମହିଳାମାନଙ୍କୁ ସମ୍ମାନର ସହ ଆତ୍ମନିର୍ଭରଶୀଳ ହେବା ଶିଖାଉ ବୋଲି କହିଛନ୍ତି । ଗରିବରୁ ଅତି ଗରିବ ମହିଳାମାନଙ୍କୁ ଆଜିର ସମାଜରେ ସଠିକ୍ ରୋଜଗାର ସହ ସେମାନଙ୍କୁ ଉପଯୁକ୍ତ…
