ସାବରମତୀ ଆଶ୍ରମରେ ସରକାରୀ ହସ୍ତକ୍ଷେପକୁ କଟକରେ ଗାନ୍ଧୀବାଦୀଙ୍କ ବିରୋଧ
ସାବରମତୀ ଆଶ୍ରମରେ ସରକାରୀ ହସ୍ତକ୍ଷେପକୁ କଟକରେ ଗାନ୍ଧୀବାଦୀଙ୍କ ବିରୋଧ କଟକ(ଏନ୍.ଏମ୍.): ଜାତୀର ଜନକଙ୍କ ସାବରମତୀ ଆଶ୍ରମରେ କେନ୍ଦ୍ର ସରକାର ଗୁଜରାତ ଓ ଭାରତ ସରକାର ଆଧୁନିକୀକରଣ କରିବା ନାମରେ ଏକ ପର୍ଯ୍ୟଟନସ୍ଥଳୀରେ ପରିବର୍ତ୍ତିତ କରିବାକୁ ଯୋଜନା କରିଛନ୍ତି । ଏଥିପାଇଁ ୧୨୪୬ କୋଟି ଟଙ୍କାର ଏକ ଯୋଜନା ପ୍ରସ୍ତୁତ କରିଛନ୍ତି । ବାପୁଙ୍କର ଏହି ସୁପ୍ରସିଦ୍ଧ ଆଶ୍ରମର ସୁପରିଚାଳନା ନିମନ୍ତେ ଗାନ୍ଧୀବାଦୀମାନଙ୍କ ପକ୍ଷରୁ ପାଞ୍ଚଗୋଟି ଟ୍ରଷ୍ଟ ଥିବା ସତ୍ତ୍ୱେ ଗୁଜରାତ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ନୂଆ ଟ୍ରଷ୍ଟ…
