ମନୀଷ ହତ୍ୟାକାଣ୍ଡ ଘଟଣା: ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ପୁଲିସ୍
ମନୀଷ ହତ୍ୟାକାଣ୍ଡ ଘଟଣା: ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ପୁଲିସ୍ #ଭୁବନେଶ୍ୱର (ଏନ୍.ଏମ୍.): ଭୁବନେଶ୍ୱରର ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ଇନ୍ଫୋସିଟି ପୁଲିସ ୪ ଦିନିଆ ରିମାଣ୍ଡରେ ନେବ । ଆସନ୍ତାକାଲି ଠାରୁ ସେମାନଙ୍କୁ ପୁଲିସ୍ ରିମାଣ୍ଡରେ ନେବ ବୋଲି ଜଣାପଡ଼ିଛି । ଏଥିପାଇଁ ଭୁବନେଶ୍ୱର ଜେଏମ୍ଏଫସି କୋର୍ଟ ଅନୁମତି ଦେଇଛନ୍ତି । ଏହି ତିନି ଅଭିଯୁକ୍ତଙ୍କ ମଧ୍ୟରେ ଅମୃତ ବିଶ୍ୱାଳ, ଦୀନେଶ ମହାପାତ୍ର ଓ ମୃତ୍ୟୁଞ୍ଜୟ ମହାପାତ୍ର…
