ଏସସିବିରେ ଏକମୋ ଚିକିତ୍ସାଧୀନ ଦ୍ୱିତୀୟ ରୋଗୀଙ୍କ ମୃତ୍ୟୁ
ଏସସିବିରେ ଏକମୋ ଚିକିତ୍ସାଧୀନ ଦ୍ୱିତୀୟ ରୋଗୀଙ୍କ ମୃତ୍ୟୁ କଟକ (ଏନ୍.ଏମ୍.): କଟକ ବଡ଼ ଡାକ୍ତରଖାନା(ଏସସିବି)ରେ ଏକମୋ ବ୍ୟବସ୍ଥାରେ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି । ସେ ଜଣେ ମହିଳା ରୋଗୀ ବୋଲି ଜଣାପଡ଼ିଛି । ତାଙ୍କ ଘର ବଲାଙ୍ଗିର ଜିଲ୍ଲାରେ । ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି । ସେ ଗତ ୨୯ ତାରିଖରେ କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ଫୁସଫୁସ ସଂକ୍ରମିତ ହୋଇଥିଲା । ଏହାପରେ ତାଙ୍କୁ…
