୧୨ ତାରିଖରୁ ଯୁକ୍ତ ଦୁଇ ଲାଗି ଆବେଦନ ଆରମ୍ଭ: ବୃଦ୍ଧି ପାଇଲା ୫୪ ହଜାର ୯୦୦ ସିଟ
୧୨ ତାରିଖରୁ ଯୁକ୍ତ ଦୁଇ ଲାଗି ଆବେଦନ ଆରମ୍ଭ: ବୃଦ୍ଧି ପାଇଲା ୫୪ ହଜାର ୯୦୦ ସିଟ ଭୁବନେଶ୍ୱର(ଏନ୍.ଏମ୍.): ଚଳିତ ମାସ ଆସନ୍ତା ୧୨ ତାରିଖରୁ ଯୁକ୍ତ ଦୁଇ ଲାଗି ଆବେଦନ ଆରମ୍ଭ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆଡମିସନ୍ ଲାଗି ଆବେଦନ କରିପାରିବେ । କରୋନା ପାଇଁ କୌଣସି ଆଡମିସନ ଫି’ ବୃଦ୍ଧି ହେବ ନାହିଁ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି…
