କବି ସଚ୍ଚି ରାଉତରାୟ ସ୍ମାରକୀ ବକ୍ତୃତା କାର୍ଯ୍ୟକ୍ରମ
କବି ସଚ୍ଚି ରାଉତରାୟ ସ୍ମାରକୀ ବକ୍ତୃତା କାର୍ଯ୍ୟକ୍ରମ କଟକ(ଏନ୍.ଏମ୍.): ସ୍ଥାନୀୟ ବିଜୁପଟ୍ଟନାୟକ ଛକସ୍ଥିତ ସାରସ୍ୱତ ପୀଠ ସାରଳା ଭବନଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ସାରଳା ସାହିତ୍ୟ ସଂସଦର ମିଳିତ ସହଯୋଗରେ କବି ସଚ୍ଚି ରାଉତରାୟ ସ୍ମାରକୀ ବକ୍ତୃତା…












