ଜିଲ୍ଲାପାଳଙ୍କ ଦ୍ୱାରା କରୋନାରେ ଅନାଥ ହୋଇଥିବା ଶିଶୁଙ୍କୁ ସହାୟତା ପ୍ରଦାନ
ଜିଲ୍ଲାପାଳଙ୍କ ଦ୍ୱାରା କରୋନାରେ ଅନାଥ ହୋଇଥିବା ଶିଶୁଙ୍କୁ ସହାୟତା ପ୍ରଦାନ କେନ୍ଦ୍ରାପଡ଼ା (ଏନ୍.ଏମ୍.): କେନ୍ଦ୍ରାପଡ଼ା ଜିଲ୍ଲାରେ କରୋନାରେ ବାପା-ମାଆଙ୍କୁ ହରାଇ ଥିବା ଆଳି ବ୍ଲକ ଅନ୍ତର୍ଗତ ଚଣ୍ଡିଆଗଡ଼ି ଗ୍ରାମର ୩ ଶିଶୁଙ୍କୁ ଆଜି ଜିଲ୍ଲାପାଳ ସହାୟତା ପ୍ରଦାନ କରିଛନ୍ତି । ବାପା-ମାଆଙ୍କୁ ହରାଇବା ପରେ ଏହି ଶିଶୁମାନେ ପଟ୍ଟାମୁଣ୍ଡାଇ…












