ସାଟେଲାଇଟ୍ ଇମେଜରି ମାଧ୍ୟମରେ ପ୍ରକୃତ ଧାନଚାଷ ପ୍ଲଟ୍ର ଯାଞ୍ଚ ପ୍ରକ୍ରିୟାର ସମୀକ୍ଷା ଆରମ୍ଭ
ସାଟେଲାଇଟ୍ ଇମେଜରି ମାଧ୍ୟମରେ ପ୍ରକୃତ ଧାନଚାଷ ପ୍ଲଟ୍ର ଯାଞ୍ଚ ପ୍ରକ୍ରିୟାର ସମୀକ୍ଷା ଆରମ୍ଭ ଭୁବନେଶ୍ୱର(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରବର୍ତ୍ତିତ ୫-‘ଟି’ ଅନ୍ତର୍ଗତ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ଦ୍ୱାରା ରାଜ୍ୟରେ ଚଳିତ ଖରିଫ ଧାନସଂଗ୍ରହ ନିମନ୍ତେ ଏକ ନିର୍ଭୁଲ ଚାଷୀ ନାମପଞ୍ଜିକରଣ ତାଲିକା ପ୍ରସ୍ତୁତ କରାଯାଉଛି । ଏଥି ନିମନ୍ତେ ଓଡ଼ିଶା…












