ଟାଙ୍ଗୀ-ଚୌଦ୍ୱାର ଅଞ୍ଚଳରେ ପୁଣି ହାତୀ ଉପଦ୍ରବ: ଭାଙ୍ଗିଲେ ସ୍କୁଲ ପାଚେରୀ
ଟାଙ୍ଗୀ-ଚୌଦ୍ୱାର ଅଞ୍ଚଳରେ ପୁଣି ହାତୀ ଉପଦ୍ରବ: ଭାଙ୍ଗିଲେ ସ୍କୁଲ ପାଚେରୀ ଟାଙ୍ଗୀ-ଚୌଦ୍ୱାର(ଏନ୍.ଏମ୍.) : ଟାଙ୍ଗୀ-ଚୌଦ୍ୱାର ଅଞ୍ଚଳରେ ହାତୀ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି । ଏହି ଅଞ୍ଚଳରେ ହାତୀ ଗ୍ରାମାଭିମୁଖୀ ହେବା ସହ ବ୍ୟାପକ ଧନ ଜୀବନ କ୍ଷତି କରିଛନ୍ତି । ତେବେ ପୁଣି ହାତୀ ଉପଦ୍ରବ ବୃଦ୍ଧି ପାଇବା ଯୋଗୁଁ ଅଞ୍ଚଳରେ ଜନସାଧାରଣ ଆତଙ୍କିତ ହୋଇ ପଡ଼ିଛନ୍ତି । ସୂଚନା ଅନୁଯାୟୀ ସ୍ଥାନୀୟ ଚୌଦ୍ୱାର ଥାନା ଅନ୍ତର୍ଗତ କଖଡ଼ି ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଗ୍ରାମବାସୀ ଭୟଭୀତ…
