ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କଠାରୁ ଲୁଟ୍ ଘଟଣାର ପର୍ଦ୍ଦାଫାସ୍
ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କଠାରୁ ଲୁଟ୍ ଘଟଣାର ପର୍ଦ୍ଦାଫାସ୍ [caption id="attachment_3520" align="alignnone" width="246"] ଫଟୋ- ପଦ୍ମଲୋଚନ ମିଶ୍ର[/caption] ଟାଙ୍ଗୀ-ଚୌଦ୍ୱାର(ଏନ୍.ଏମ୍.): ଚୌଦ୍ୱାର ଥାନା ଅଞ୍ଚଳରେ ଏକ ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କ ଠାରୁ ଲୁଟ୍ ହୋଇଥିବା ଘଟଣାର ପର୍ଦ୍ଦାଫାସ୍ ହୋଇଛି । ନିଜେ ଟଙ୍କା ହଡ଼ପ କରି ଲୁଟର ରୂପଦେବାକୁ ଉଦ୍ୟମ…





