ଢିଙ୍କିଆ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ୨ଟି ଜନସ୍ୱାର୍ଥ ମାମଲା

ଢିଙ୍କିଆ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ୨ଟି ଜନସ୍ୱାର୍ଥ ମାମଲା କଟକ(ଏନ୍‌.ଏମ୍‌.): ଜଗତସିଂହପୁର ଜିଲ୍ଲାର ଢିଙ୍କିଆ ଗ୍ରାମରେ ପ୍ରସ୍ତାବିତ ଜିନ୍ଦଲ କମ୍ପାନୀର ପ୍ରକଳ୍ପକୁ ବିରୋଧ କରି ଜନତା ଓ ପୁଲିସ ମଧ୍ୟରେ ହୋଇଥିବା ସଂଘର୍ଷ ପ୍ରସଙ୍ଗକୁ ନେଇ ଆଜି ହାଇକୋର୍ଟରେ ପୃଥକ ଭାବେ ଦୁଇଟି ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । କ୍ଷତିଗ୍ରସ୍ତମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ଦେବା ସହିତ ପୁଲିସର ଲାଠିଚାଳନାରେ ଆହତମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦେବା ଲାଗି ଆବେଦନାକାରୀମାନେ ଅଦାଲତଙ୍କ ପ୍ରାର୍ଥନା କରିଛନ୍ତି । ପ୍ରସ୍ତାବିତ…

Read More

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ, ଦ୍ୱିତୀୟ ଦିନରେ ନାମାଙ୍କନପତ୍ର ଦାଖଲ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ, ଦ୍ୱିତୀୟ ଦିନରେ ନାମାଙ୍କନପତ୍ର ଦାଖଲ କଟକ(ଏନ୍‌.ଏମ୍‌.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ଜୋରଦାର ଚାଲିଛି । ଜିଲ୍ଲାପରିଷଦ ଜୋନ ସଦସ୍ୟମାନନେ ବିଭିନ୍ନ ଦଳରୁ ଟିକେଟ ନେଇ ନାମାଙ୍କନପତ୍ର ଦାଖଲ କରୁଥିବାବେଳେ ସମିତିସଭ୍ୟ, ସରପଞ୍ଚ ଓ ୱାର୍ଡ଼ସଦସ୍ୟମାନେ ପରୋକ୍ଷରେ ବିଭିନ୍ନ ଦଳୀୟ ସମର୍ଥନ ପାଇଁ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି । ଏହି ପରିପେକ୍ଷୀରେ କଟକ ଜିଲ୍ଲାର ୩ଟି ଉପଜିଲ୍ଲାପାଳ କାର୍ଯ୍ୟାଳୟ ୧୪ଟି ବ୍ଲକ କାର୍ଯ୍ୟାଳୟ ସମେତ ୩୭୩ଟି ପଞ୍ଚାୟତ କାର୍ଯ୍ୟାଳୟ…

Read More

କରୋନା ସଂକ୍ରମଣ ମୁକାବିଲା ପାଇଁ ଟୀକା ଉପରେ ଗୁରୁତ୍ୱ : ସମ୍ମୁଖ ଯୋଦ୍ଧା ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ବୁଷ୍ଟର ଡୋଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କରୋନା ସଂକ୍ରମଣ ମୁକାବିଲା ପାଇଁ ଟୀକା ଉପରେ ଗୁରୁତ୍ୱ ସମ୍ମୁଖ ଯୋଦ୍ଧା ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ବୁଷ୍ଟର ଡୋଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କଟକ(ଏନ୍‌.ଏମ୍‌.): ସମ୍ପ୍ରତି ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ଏହାକୁ ମୁକାବିଲା କରିବା ପାଇଁ ଯଥେଷ୍ଟ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । କରୋନା ବା ନୂଆ ଭ୍ୟାରିଆଣ୍ଟ ଓମିକ୍ରନ ହେଉ ଏହାର ସଂକ୍ରମଣ କିଭଳି ହ୍ରାସ କରାଯାଇ ପାରିବ ସେ ନେଇ…

Read More

ଢିଙ୍କିଆରେ ବର୍ବର ଲାଠି ଚାଳନାକୁ ବିରୋଧ କରି ଆର୍‌ଡିସିଙ୍କ ଜରିଆରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର

ଢିଙ୍କିଆରେ ବର୍ବର ଲାଠି ଚାଳନାକୁ ବିରୋଧ କରି ଆର୍‌ଡିସିଙ୍କ ଜରିଆରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର କଟକ(ଏନ୍‌.ଏମ୍‌.): ଢିଙ୍କିଆବାସୀଙ୍କ ଉପରେ ପୁଲିସର ବର୍ବର ଲାଠି ଚାଳନା ଓ ଆତଙ୍କରାଜ ବିରୁଦ୍ଧରେ ମହାନଗର ନାଗରିକ ମଞ୍ଚ ପକ୍ଷରୁ ଆରଡିସିଙ୍କ ଅଫିସ୍ ସମ୍ମୁଖରେ ପ୍ରତିବାଦ ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଆରଡିସିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସେ ଅଞ୍ଚଳରେ ପୁଲିସ୍ ଆତଙ୍କରାଜ ବନ୍ଦ କରିବା ସହ ସେ ଅଞ୍ଚଳରୁ ପୁଲିସ୍ ପ୍ରତ୍ୟାହାର କରିବା, ଗିରଫ ଲୋକଙ୍କୁ ବିନା ସର୍ତ୍ତରେ ଖଲାସ କରିବା,…

Read More

ରାଜ୍ୟ ନିର୍ବାଚନ କମିଶନରଙ୍କ ଘୋଷଣା: ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ ଲକ୍ଷ

ରାଜ୍ୟ ନିର୍ବାଚନ କମିଶନରଙ୍କ ଘୋଷଣା: ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ ଲକ୍ଷ ଭୁବନେଶ୍ୱର (ଏନ୍‌.ଏମ୍‌.): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ଫେବ୍ରୁଆରୀ ୧୬ ତାରିଖରୁ ମତଦାନ ଆରମ୍ଭ ହେବ । ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଜୋରଦାର ଚାଲିଚି । ରାଜ୍ୟରେ ମୋଟ ୫ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ । ତେବେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କର ମୃତ୍ୟୁହେଲେ ଦିଆଯାଉଥିବା ଅନୁକମ୍ପା ରାଶିକୁ ରାଜ୍ୟ ନିର୍ବାଚନ କମିଶନର ବୃଦ୍ଧି କରିଛନ୍ତି ।…

Read More

ଗୋପ ବ୍ଲକରେ ବିଜେଡି ସମର୍ଥୀତ ସରପଞ୍ଚ ଓ ସମିତି ସଭ୍ୟଙ୍କ ନାମ ଘୋଷଣା

ଗୋପ ବ୍ଲକରେ ବିଜେଡି ସମର୍ଥୀତ ସରପଞ୍ଚ ଓ ସମିତି ସଭ୍ୟଙ୍କ ନାମ ଘୋଷଣା କୋଣାର୍କ (ଏନ୍‌.ଏମ୍‌.): କୋଣାର୍କ ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ କାକଟପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗୋପ ବ୍ଳକର ୧୪ ଗୋଟି ଗ୍ରାମ ପଞ୍ଚାୟତ ମଧ୍ୟରୁ ୧୩ଟି ଗ୍ରାମ ପଞ୍ଚାୟତର ଦଳୀୟ ସମର୍ଥୀତ ସରପଞ୍ଚ ଓ ସମିତି ସଭ୍ୟ ମାନଙ୍କ ନାମ ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ଘୋଷଣା ନିମନ୍ତେ ଅନୁଷ୍ଠିତ ବୈଠକରେ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟୀ ଦଳାଇ…

Read More