କଟକ ନଗର ୩ ନମ୍ବର ୱାର୍ଡ କଂଗ୍ରେସ କମିଟି ବୈଠକ
କଟକ ନଗର ୩ ନମ୍ବର ୱାର୍ଡ କଂଗ୍ରେସ କମିଟି ବୈଠକ [caption id="attachment_3679" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍.ଏମ୍.): କଟକ ନଗର (ଜିଲ୍ଲା) କଂଗ୍ରେସ କମିଟର ଏକ ବୈଠକ ସ୍ଥାନୀୟ ଧବଳେଶ୍ୱର ଗଡ଼ାଠାରେ ଅନୁଷ୍ଠିତ ହୋଇଯାଇଛି । କଂଗ୍ରେସ ନେତ୍ରୀ ନୟନା ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ…






