ସୂଚନା ଓ ଲୋକସମ୍ପର୍କ ବିଭାଗ କେନ୍ଦ୍ରାଞ୍ଚଳ ଉପ ନିର୍ଦ୍ଦେଶକ ଅଶୋକ କୁମାର ଷଢଙ୍ଗୀଙ୍କ ଅବସର ଗ୍ରହଣ

ସୂଚନା ଓ ଲୋକସମ୍ପର୍କ ବିଭାଗ କେନ୍ଦ୍ରାଞ୍ଚଳ ଉପ ନିର୍ଦ୍ଦେଶକ ଅଶୋକ କୁମାର ଷଢଙ୍ଗୀଙ୍କ ଅବସର ଗ୍ରହଣ କଟକ(ଏନ୍‌.ଏମ୍‌.): ସୂଚନା ଓ ଲୋକସମ୍ପର୍କ ବିଭାଗର କେନ୍ଦ୍ରାଞ୍ଚଳ ଉପ ନିର୍ଦ୍ଦେଶକ ଅଶୋକ କୁମାର ଷଢଙ୍ଗୀ ଆଜି ଅବସର ଗ୍ରହଣ କରିଛନ୍ତି । ଶ୍ରୀ ଷଢଙ୍ଗୀ ନିଷ୍ଠାପରତାର ସହ ସରକାରୀ ସେବାରେ ନିଜକୁ ନିୟୋଜିତ କରି ବହୁ ପ୍ରଶଂସା ପାଇଛନ୍ତି । ବିଶେଷ କରି ବିଭିନ୍ନ ସମୟରେ କଟକ ଜିଲ୍ଲାରେ ଶିଳ୍ପ ବିଭାଗରେ ଲୋକସମ୍ପର୍କ ଅଧିକାରୀ ତଥା ଜିଲ୍ଲାରେ ସୂଚନା ଓ…

Read More

ସଫେଇ କର୍ମଚାରୀଙ୍କ ବୈଠକ

ସଫେଇ କର୍ମଚାରୀଙ୍କ ବୈଠକ ଭୁବନେଶ୍ୱର (ଏନ୍‌.ଏମ୍‌.): କେଦାରପଲ୍ଲୀ ବାପୁଜିନଗର ସଫେଇ କର୍ମଚାରୀଙ୍କ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛ । ଏହି ବୈଠକରେ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ଆଲୋଚନା କରାଯିବା ସହିତ ଆଶୁ ସମାଧାନ ପାଇଁ ପ୍ରୟାସ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ଏହି ଅବସରରେ ସର୍ବସମତିକ୍ରମେ ବିଦ୍ୟାଧର ଦେହୁରୀଙ୍କୁ ସଭାପତି ଭାବେ ଉପସ୍ଥାପିତ କରାଗଲା । ସେହିପରି ପ୍ରକାଶ ଚନ୍ଦ୍ର ନାୟକ, ଗୌତମ ଗୋପାଳ, ସୁରେଶ ଚନ୍ଦ୍ର ନାୟକ, ଗଜେନ୍ଦ୍ର ନାୟକ, ବାସୁଦେବ ନାୟକ, ହରିହର…

Read More

ଓଡ଼ିଶା ହାଇକୋର୍ଟରେ ଯୋଗଦେବେ ୪ଜଣ ନୂତନ ବିଚାରପତି

ଓଡ଼ିଶା ହାଇକୋର୍ଟରେ ଯୋଗଦେବେ ୪ଜଣ ନୂତନ ବିଚାରପତି କଟକ(ଏନ୍‌.ଏମ୍‌.): ଓଡ଼ିଶା ହାଇକୋର୍ଟରେ ଯୋଗଦେବେ ୪ଜଣ ନୂତନ ବିଚାରପତି । ଏ ନେଇ ଆଜି ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ଘୋଷଣା କରାଯାଇଛି । ୪ଜଣ ବରିଷ୍ଠ ଆଇନଜୀବୀଙ୍କୁ ବିଚାପତି ଭାବେ ନିଯୁକ୍ତି ଦିଆଯିବା ପାଇଁ ଯାଇଥିବା ପ୍ରସ୍ତାବକୁ କଲେଜିୟମରୁ ଅନୁମୋଦନ ମିଳିଛି । ତେବେ ପ୍ରକାଶିତ ୪ଜଣଙ୍କ ନାମ ମଧ୍ୟରେ ଭି. ନରସିଂହ, ସଞ୍ଜୟ କୁମାର ମିଶ୍ର, ବିରଜା ପ୍ରସନ୍ନ ଶତପଥୀ, ଶ୍ରୀରମଣ ମୁରହରି ଓରଫ ଏମ.ଏମ. ରମଣ…

Read More