ନୂତନ ଛାତ୍ର କଂଗ୍ରେସ କାର୍ଯ୍ୟକର୍ତ୍ତାମାନଙ୍କୁ ବିଧାୟକଙ୍କ ସମ୍ବର୍ଦ୍ଧନା
ନୂତନ ଛାତ୍ର କଂଗ୍ରେସ କାର୍ଯ୍ୟକର୍ତ୍ତାମାନଙ୍କୁ ବିଧାୟକଙ୍କ ସମ୍ବର୍ଦ୍ଧନା [caption id="attachment_3880" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍.ଏମ୍.): ବାରବାଟୀ-କଟକ ବିଧାନସଭା ମଣ୍ଡଳୀର ନୂତନ ଛାତ୍ର କଂଗ୍ରେସ କମିଟିର ଏକ ସମ୍ବର୍ଦ୍ଧନା ଉତ୍ସବ ସ୍ଥାନୀୟ ସେଲଟର ଛକ ସ୍ଥିତ ବିଧାୟକଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି ।…



