ପ୍ରକାଶ ପାଇଲା ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ବୁଥ୍ ତାଲିକା
ପ୍ରକାଶ ପାଇଲା ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ବୁଥ୍ ତାଲିକା ଭୁବନେଶ୍ୱର (ଏନ୍.ଏମ୍.): ଆସନ୍ତା ପୌର ନିର୍ବାଚନ ପାଇଁ ୱାର୍ଡ ଓ ବୁଥ୍ ତାଲିକା ପ୍ରକାଶ ପାଇଛି । ଏହାକୁ ରାଜ୍ୟ ନିର୍ବାଚନ କମିଶନ ଅନୁମୋଦନ କରିଛନ୍ତି । ସମୁଦାୟ ମୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ସଂଖ୍ୟା ୪୮+୫୯ = ୧୦୭, ସମୁଦାୟ ମହାନଗର ନିଗମ-୩, ମୁନିିିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ସମୁଦାୟ ୱାର୍ଡ ସଂଖ୍ୟା-୧୭୬୩, ମୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ସମୁଦାୟ…
