ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥକୁ ନେଇ ହେଉଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇଲେ ନବୀନ, କହିଲେ ‘ମୁଁ ଫିଟ ଅଛି’
ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥକୁ ନେଇ ହେଉଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇଲେ ନବୀନ, କହିଲେ ‘ମୁଁ ଫିଟ ଅଛି’ ଭୁବନେଶ୍ୱର(ଏନ୍.ଏମ୍.): ସମ୍ପ୍ରତି ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ରାଜନୀତିକ ଉଷ୍ମତା ରହିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକଙ୍କ ସ୍ୱାସ୍ଥ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଥିଲା । ମାତ୍ର ଆଜି ମୁଖ୍ୟମନ୍ତ୍ରୀ ନିଜେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି ଏକାମ୍ର ପ୍ରକଳ୍ପର ସମୀକ୍ଷା ଓ ଗଣମାଧ୍ୟମକୁ ଉଦ୍ବୋଧନ ଦେଇ ଏହି ଚର୍ଚ୍ଚାର ପରିସମାପ୍ତି ଘଟାଇଛନ୍ତି । ତେବେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିରକୁ ଆସିବା ଏବଂ…
