ଅବକାରୀ ଫ୍ଲାଇଙ୍ଗ୍ ସ୍କ୍ୱାଡର ଚଢାଉ: ପିକ୍ଅପ୍ଭ୍ୟାନ୍ ସହ ୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ,୨ ଗିରଫ
ଅବକାରୀ ଫ୍ଲାଇଙ୍ଗ୍ ସ୍କ୍ୱାଡର ଚଢାଉ: ପିକ୍ଅପ୍ଭ୍ୟାନ୍ ସହ ୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ,୨ ଗିରଫ କଟକ(ଏନ୍.ଏମ୍.): ରାଜ୍ୟ ଅବକାରୀ ବିଭାଗର ଫ୍ଲାଇଙ୍ଗ୍ ସ୍କ୍ୱାଡ୍ ପକ୍ଷରୁ ଅତର୍କୀତ ଚଢ଼ାଉ କରାଯାଇ ସ୍ଥାନୀୟ ଜଗତପୁର-ଚଣ୍ଡିଖୋଲ ରାସ୍ତାର ଟାଙ୍ଗୀ ଥାନା ଅନ୍ତର୍ଗତ-ମଙ୍ଗୁଳି ଛକରେ ୧କ୍ୱିଣ୍ଟାଲ ୨ କିଲୋଗ୍ରାମ ଓଜନର ଗଞ୍ଜେଇ ଜବତ କରିଛି । ଏହି ଚୋରା କାରବାରରେ ସଂପୃକ୍ତ ୨ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହିତ ସେମାନେ ବ୍ୟବହାର କରିଥିବା ଓଡି-୩୩-ଏସି-୯୧୨୦ ନମ୍ବରର ପିକ୍ଅପ୍ ଭ୍ୟାନକୁ ମଧ୍ୟ ଜବତ କରାଯାଇଛି…
