ବ୍ରିଗେଡିୟର୍ ଭିଗ୍ନେଶ ମହାନ୍ତିଙ୍କ ଛତିଶଗଡ ଏବଂ ଓଡିଶା ସବ୍ ଏରିଆ କମାଣ୍ଡର ଭାବେ ଦାୟିତ୍ୱ ଗ୍ରହଣ
ବ୍ରିଗେଡିୟର୍ ଭିଗ୍ନେଶ ମହାନ୍ତିଙ୍କ ଛତିଶଗଡ ଏବଂ ଓଡିଶା ସବ୍ ଏରିଆ କମାଣ୍ଡର ଭାବେ ଦାୟିତ୍ୱ ଗ୍ରହଣ ଭୁବନେଶ୍ୱର(ଏନ୍.ଏମ୍.): ବ୍ରିଗେଡିୟର୍ ଭିଗ୍ନେଶ ମହାନ୍ତି, ସେନା ପଦକ, ଛତିଶଗଡ ଏବଂ ଓଡିଶା ସବ୍ ଏରିଆ (ସିଓଏସଏ)ର କମାଣ୍ଡର ଭାବରେ ବ୍ରିଗେଡିୟର୍ ପ୍ରଶାନ୍ତ ଚୌହାନ୍, ସେନା ପଦକଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ସବ୍ ଏରିଆ କମାଣ୍ଡର ବ୍ରିଗେଡିୟର୍ ଚୌହାନ୍ ରାଜ୍ୟ ସରକାରଙ୍କ ସହ ଏକ ଉତ୍ତମ ବ୍ୟବସାୟିକ ସମ୍ପର୍କ ବିକାଶ ତଥା ଛତିଶଗଡ ଏବଂ ଓଡ଼ିଶା ରାଜ୍ୟରେ…
