ଚିଲିକାରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ
ଚିଲିକାରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁବନେଶ୍ୱର(ଏନ୍.ଏମ୍.): ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଅଞ୍ଚଳ କ୍ଷେତ୍ର ପରିଦର୍ଶନରେ ଯାଇ ଉଭୟ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡରେ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।ବରକୁଳସ୍ଥିତ ଆର୍ଦ୍ରଭୂମି ଗବେଷଣା ଓ ତାଲିମ କେନ୍ଦ୍ରର ସମ୍ମିଳନୀ କକ୍ଷଠାରେ ଆୟୋଜିତ ଏହି…
