ସୁନା ଅଳଙ୍କାର ଲୁଟ୍ ଘଟଣାରେ ଘରୋଇ ମହିଳା କର୍ମୀ ଗିରଫ

ସୁନା ଅଳଙ୍କାର ଲୁଟ୍ ଘଟଣାରେ ଘରୋଇ ମହିଳା କର୍ମୀ ଗିରଫ ଜଗତପୁର(ଏନ୍‌.ଏମ୍‌.): ଘରକାମ କରିବା ପାଇଁ ରହି ମାଲିକଙ୍କ ବିଶ୍ୱାସ ଭାଜନ ହୋଇ ଘରୁ କଳାକନା ବୁଲାଇବା ଘଟଣାରେ ଆଜି ଜଣେ ଯୁବତୀଙ୍କୁ ପୁଲିସ ଗିରଫ କରିଛି । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଜଗତପୁର ଥାନା ଫକୀରପୁର ପଣ୍ଡାସାହି ଅଞ୍ଚଳରେ । ଘରୋଇ ମହିଳା କର୍ମୀ ଭାବେ ଦୀର୍ଘ ଦିନ ଧରି ଘରେ ରହି କାମ କରିବା ପରେ ସୁଯୋଗ ଦେଖି ସମସ୍ତ…

Read More

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଶୋଷଣ ବିରୁଦ୍ଧରେ ବିକ୍ଷୋଭ ଧାରଣା

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଶୋଷଣ ବିରୁଦ୍ଧରେ ବିକ୍ଷୋଭ ଧାରଣା କଟକ(ଏନ୍‌.ଏମ୍‌.): ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଶୋଷଣ ବିରୋଧରେ ଆଜି ଭାରତୀୟ ମଜଦୁର ସଂଘ ଆନୁକୂଲ୍ୟରେ ଏନଆରଆରଆଇ କଣ୍ଟ୍ରାକ୍ଟ େଽର ୟୁନିୟନର ଶ୍ରମିକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସ୍ଥାନୀୟ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଠିକା ଶ୍ରମିକ ଶୋଷଣ ଦିନକୁ ଦିନ ବଢ଼ି ଚାଲିଛି । ଏସିଆ ମହାଦେଶର ସର୍ବବୃହତ୍ତ ଜାତୀୟ ଧାନ ଗବେଷଣା କେନ୍ଦ୍ରଟି ୪୫୦ ଏକର ଜମିରେ…

Read More

କଟକ ସଦର ଥାନା ଅଧିକାରୀଙ୍କ ବିରୋଧରେ ଡିସିପିଙ୍କୁ ଅଭିଯୋଗ କଲେ ବରିଷ୍ଠ ମହିଳା ନାଗରିକ

କଟକ ସଦର ଥାନା ଅଧିକାରୀଙ୍କ ବିରୋଧରେ ଡିସିପିଙ୍କୁ ଅଭିଯୋଗ କଲେ ବରିଷ୍ଠ ମହିଳା ନାଗରିକ କଟକ(ଏନ୍‌.ଏମ୍‌.): ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟିକ ତଥା ଶୃଙ୍ଖଳାଗତ ସେବା ଯୋଗାଇଦେବା ନିମନ୍ତେ କମିଶନରେଟନ ପୁଲିସ ଅନେକ ପଦକ୍ଷେପ ନେଉଛି । ଯାହା ଫଳରେ ଜନସାଧାରଣଙ୍କ ଶ୍ରଦ୍ଧା ଓ ବିଶ୍ୱାସ ଭାଜନ ହେବାରେ ଲାଗିଛି । ଏଥି ସହିତ ବହୁ ସମସ୍ୟାର ସମାଧାନ ନିମନ୍ତେ କମିଶନରେଟ ପୁଲିସ ଅଣ୍ଟାଭିଡିଥିବା ଏକ ସ୍ୱାଗତ ଯୋଗ୍ୟ ପଦକ୍ଷେପ ବୋଲି ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି ।…

Read More