କାମରେ ଲାଗୁନି ବସୁଧା ଯୋଜନା : ଗୁଜରପୁର ପଞ୍ଚାୟତରେ ଜଳକଷ୍ଟ ସମସ୍ୟା

କାମରେ ଲାଗୁନି ବସୁଧା ଯୋଜନା : ଗୁଜରପୁର ପଞ୍ଚାୟତରେ ଜଳକଷ୍ଟ ସମସ୍ୟା କଟକ(ଏନ୍‌.ଏମ୍‌.): ପ୍ରତି ଘରକୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ସରକାର କୋଟି କୋଟି ଟଙ୍କାର ଅର୍ଥ ବିନିଯୋଗ କରୁଥିବାବେଳେ ଏ ସବୁ ଜନସାଧାରଣଙ୍କ କାମରେ ଲାଗୁନଥିବା ଅଭିଯୋଗ ହୋଇଛି । ଏପରିକି ବ୍ଲକସ୍ତରରେ ବିଭିନ୍ନ ପଞ୍ଚାୟତ ଗୁଡିକରେ ବସୁଧା ଯୋଜନା ମାଧ୍ୟମରେ ଉଚ୍ଚ ସମ୍ପନ୍ନ ପାନୀୟ ଜଳ ଟାଙ୍କି ନିର୍ମାଣ କରାଯାଇଛି । କିନ୍ତୁ ପାନୀୟ ଜଳ ବିଭାଗୀୟ ଅଧିକାରୀଙ୍କ…

Read More

ଓପୋ ମୋବାଇଲ କମ୍ପାନୀକୁ ବିରୋଧ କରି ବିକ୍ଷୋଭ

ଓପୋ ମୋବାଇଲ କମ୍ପାନୀକୁ ବିରୋଧ କରି ବିକ୍ଷୋଭ କଟକ(ଏନ୍‌.ଏମ୍‌.): ଅଲ୍ ଇଣ୍ଡିଆ ମୋବାଇଲ ରିଟେଲର ଆସୋସିଏସନ୍ ପକ୍ଷରୁ ଓପୋ କମ୍ପାନୀକୁ ବିରୋଧ କରି କଟକରେ ପ୍ରତିବାଦ ପ୍ରଦର୍ଶନ କରାଯାଇଛି । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ବାଦାମବାଡ଼ି ଭରତିଆ ଟାୱାର ସାମ୍ନାରେ କଟକ ମୋବାଇଲ ରିଟେଲରମାନେ ବ୍ୟାନର ଧରି ପ୍ରତିବାଦ କରିଥିଲେ । ପ୍ରତିବାଦକାରୀଙ୍କ ଅଭିଯୋଗ ଅନୁଯାୟୀ, ଓପୋ ମୋବାଇଲ ନିର୍ମାତା କମ୍ପାନୀ ନୂଆ କରି ଏବେ ବଜାରକୁ ଛାଡିଥିବା କେ ସିରିଜ୍ ହ୍ୟାଣ୍ଡସେଟ୍ କେବଳ ଅନଲାଇନ୍‌ରେ ଉପଲବ୍ଧ…

Read More

ବିଶ୍ୱ ଯୋଗ ଦିବସର କାଉଣ୍ଟଡାଉନ: ସୂର୍ଯ୍ୟମନ୍ଦିର ସମ୍ମୁଖରେ ଯୋଗାଭ୍ୟାସ

ବିଶ୍ୱ ଯୋଗ ଦିବସର କାଉଣ୍ଟଡାଉନ: ସୂର୍ଯ୍ୟମନ୍ଦିର ସମ୍ମୁଖରେ ଯୋଗାଭ୍ୟାସ କୋଣାର୍କ(ଏନ୍‌.ଏମ୍‌.): ଆସନ୍ତା ଜୁନ୍ ୨୧ ତାରିଖ ବିଶ୍ୱ ଯୋଗ ଦିବସର ଅବ୍ୟବହିତ ପୂର୍ବରୁ ଡାକ ବିଭାଗ ପୁରୀ ମଣ୍ଡଳ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଛି । ଏହି ଅବସରରେ ଡାକ ବିଭାଗ ପକ୍ଷରୁ ପୂର୍ବାହ୍ନରେ ବିଶ୍ୱ ଐତିହ୍ୟ ସୂର୍ଯ୍ୟ ମନ୍ଦିର ସମ୍ମୁଖରେ ପାଳିତ ହୋଇଯାଇଛି କାଉଣ୍ଟଡାଉନ ଡେ ଯୋଗାଭ୍ୟାସ । ନୂଆଦିଲ୍ଲୀରୁ କାଉଣ୍ଟ ଡାଉନ ଡେ ଯୋଗାଭ୍ୟାସର ସିଧାପ୍ରସାରଣକୁ ଦେଖି…

Read More

ରାଜ୍ୟସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ: ଅଭିନବ ପନ୍ଥା ଅନୁସରଣ କରି ମ୍ୟାଲେରିଆର ପ୍ରକୋପ ହ୍ରାସ କରି ଜୀବନରକ୍ଷା କରିବା

ରାଜ୍ୟସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ: ଅଭିନବ ପନ୍ଥା ଅନୁସରଣ କରି ମ୍ୟାଲେରିଆର ପ୍ରକୋପ ହ୍ରାସ କରି ଜୀବନରକ୍ଷା କରିବା ଭୁବନେଶ୍ୱର(ଏନ୍‌.ଏମ୍‌.): ୨୦୩୦ ମସିହା ସୁଦ୍ଧା ଦେଶକୁ ମ୍ୟାଲେରିଆ ମୁକ୍ତ କରିବା ଲକ୍ଷ୍ୟକୁ ସାକାର କରିବା ପାଇଁ ଆମ ରାଜ୍ୟରେ ମ୍ୟାଲେରିଆ ରୋଗର ପ୍ରକୋପ, ରୋଗର ଗତିବିଧି, ନିରାକରଣ ପନ୍ଥା ଓ ଅନ୍ତର୍ବିଭାଗୀୟ ସହଭାଗିତା ଆଦି ସମ୍ପର୍କରେ ତର୍ଜମା କରିବା ପାଇଁ ଆଜି ସମୟ ଆସିଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ପ୍ରକାଶ…

Read More