ସିଏମସିର ଅପାରଗତା: ଜଗତପୁର ୪୮ନମ୍ବର ୱାର୍ଡରେ ଡ୍ରେନେଜ ବ୍ୟବସ୍ଥା ବନ୍ଦ
ସିଏମସିର ଅପାରଗତା: ଜଗତପୁର ୪୮ନମ୍ବର ୱାର୍ଡରେ ଡ୍ରେନେଜ ବ୍ୟବସ୍ଥା ବନ୍ଦ ଜଗତପୁର(ଏନ୍.ଏମ୍.): କଟକ ମହାନଗର ନିଗମ ଅନ୍ତର୍ଗତ ୪୮ନମ୍ବର ୱାର୍ଡ଼ ଜଗତପୁର ଅଞ୍ଚଳରେ ଡ୍ରେନେଜ ସମସ୍ୟା ଯୋଗୁଁ ଅଞ୍ଚଳବାସୀ ନାହିଁ ନଥିବା ହଇରାଣ ହେଉଛନ୍ତି । ଏହି ଅଞ୍ଚଳରେ ନାଳନଦ୍ଦର୍ମା ଅବସ୍ଥା ବେହାଲ ହୋଇପଡ଼ିଥିବାବେଳେ ଏହାକୁ ମରାମତି କିମ୍ବା…












