ବର୍ଷୀୟାନ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର ଆଉ ନାହାନ୍ତି
ବର୍ଷୀୟାନ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର ଆଉ ନାହାନ୍ତି ଭୁବନେଶ୍ୱର(ଏନ୍.ଏମ୍.): ପରଲୋକରେ ବର୍ଷୀୟାନ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର । ଗତ ରବିବାର ରାତିରେ ସତ୍ୟନଗରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଆଜି…












