ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା
ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା ଭୁବନେଶ୍ୱର(ଏନ୍.ଏମ୍.): ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ରାଜୀବ ଭବନଠାରେ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଲେ ଯେ, ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଘୂର୍ଣ୍ଣିବଳୟ ଅବପାତର ରୂପ ନେଇପାରେ । ଅବପାତରୁ ତୀବ୍ର ଅବପାତ…




