ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ
ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ କଟକ(ଏନ୍.ଏମ୍.): କଟକ ସହରର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବିଶ୍ୱକବି ତଥା କବିଗୁରୁ ରବୀନ୍ଦ୍ରନାଥ ଟାଗୋରଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି । ଏହି ଅବସରରେ ରବୀନ୍ଦ୍ରନାଥ ଠାକୁର ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯିବା ସହ ତାଙ୍କ ସ୍ମୃତିଚାରଣ କରାଯାଇଥିଲା । ସେହିଭଳି କଟକ ମହାନଗର…




