ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯-ଜାତୀୟ କର୍ମଶାଳା
ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯-ଜାତୀୟ କର୍ମଶାଳା ‘ଉତ୍ତମ ବ୍ୟବସାୟିକ ବାତାବରଣ ଓ ଉପଭୋକ୍ତାମାନଙ୍କ ସୁରକ୍ଷା ମଧ୍ୟରେ ସମତୁଲ ରହିବା ଆବଶ୍ୟକ’: ଖାଉଟି କଲ୍ୟାଣ ମନ୍ତ୍ରୀ ଭୁବନେଶ୍ୱର(ଏନ୍.ଏମ୍.): ଉତ୍ତମ ବ୍ୟବସାୟିକ ବାତାବରଣ ଓ ଉପଭୋକ୍ତାମାନଙ୍କ ସୁରକ୍ଷା ମଧ୍ୟରେ ସମତୁଲ ବଜାୟ ରଖିବା ନିମନ୍ତେ ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯ର କିଛି ଧାରାରେ ଦଣ୍ଡ କୋହଳ ସଂଶୋଧନ ପ୍ରସ୍ତାବ ଉପରେ ପୁଙ୍ଖାନୁପୁଙ୍ଖ ତର୍ଜମାର ଆବଶ୍ୟକତା ରହିଛି । ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଜାତୀୟ କର୍ମଶାଳାରେ ଯୋଗଦେଇ ଖାଦ୍ୟଯୋଗାଣ…
