ଖୋର୍ଦ୍ଧା ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଚଳିତ ମଇ ୨୫ ତାରିଖ ସୁଦ୍ଧା ‘ଜୱାଦ’ ବାତ୍ୟାରେ କ୍ଷତିଗ୍ରସ୍ତ ଅବଶିଷ୍ଟ ଚାଷୀଙ୍କୁ କ୍ଷତିପୂରଣ
ଖୋର୍ଦ୍ଧା ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଚଳିତ ମଇ ୨୫ ତାରିଖ ସୁଦ୍ଧା ‘ଜୱାଦ’ ବାତ୍ୟାରେ କ୍ଷତିଗ୍ରସ୍ତ ଅବଶିଷ୍ଟ ଚାଷୀଙ୍କୁ କ୍ଷତିପୂରଣ ଖୋର୍ଦ୍ଧ(ଏନ୍.ଏମ୍.): ଖୋର୍ଦ୍ଧା ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଖୋର୍ଦ୍ଧା ଜିଲ୍ଲା ପ୍ରକଳ୍ପ ଉନ୍ନୟନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜ୍ୟ ବିଜ୍ଞାନ ଓ କାରିଗରୀ କୌଶଳ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ…
