ଜଗତପୁର କେନାଲବନ୍ଧ ରାସ୍ତା ପାଲଟିଛି ମରଣଯନ୍ତା: କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ
ଜଗତପୁର କେନାଲବନ୍ଧ ରାସ୍ତା ପାଲଟିଛି ମରଣଯନ୍ତା: କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ ଜଗତପୁର(ଏନ୍.ଏମ୍.): କଟକ ମହାନଗର ନିଗମ ଜଗତପୁର ୪୮ନମ୍ବର ୱାର୍ଡ କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ହାଇଲେବୁଲ କେନାଲର ଜିରୋପଏଣ୍ଟ ଠାରୁ ପୁରୁଣା ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ରାସ୍ତା ଏବେ ମରଣଯନ୍ତା ପାଲଟିଛି । ଏଥିଯୋଗୁ ଯାତୟାତରେ ସମସ୍ୟା ହେଉଥିବା ବେଳେ ଅନେକ ସମୟରେ ଛୋଟ ମୋଟ ଦୁର୍ଘଟଣାମାନ ଘଟୁଛି । ପ୍ରତିିଦିନ ବହୁ ସଂଖ୍ୟକ ଲୋକ ଜଗତପୁର ପୁରୁଣା ଶିଳ୍ପାଞ୍ଚଳ, ନିମପୁର ମେଡିକାଲ, ହରିହରାନନ୍ଦ ଦାତବ୍ୟ ଚିକିତ୍ସାଳୟ ଓ…
