କିନ୍ନରମାନଙ୍କୁ ବିଭିନ୍ନ ସୁବିଧା ଯୋଗାଇଦେବାକୁ ସରକାର ପ୍ରତିବଦ୍ଧ : ମନ୍ତ୍ରୀ

ଭୁବନେଶ୍ୱରରେ କିନ୍ନର କଲ୍ୟାଣ ନେଇ ପୂର୍ବାଞ୍ଚଳ କର୍ମଶାଳା ‘ସ୍ୱୀକୃତି’ କାର୍ଯ୍ୟକ୍ରମ ଦେଶରେ ଏକ ମାଇଲଖୁଣ୍ଟ ପଦକ୍ଷେପ କିନ୍ନରମାନଙ୍କୁ ବିଭିନ୍ନ ସୁବିଧା ଯୋଗାଇଦେବାକୁ ସରକାର ପ୍ରତିବଦ୍ଧ : ମନ୍ତ୍ରୀ ଭୁବନେଶ୍ୱର(ଏନ୍‌.ଏମ୍‌.): କିନ୍ନରମାନଙ୍କ ଜବୀନ ଧାରାରେ ଉନ୍ନତି ସାଙ୍ଗକୁ ସମତା ଓ ନ୍ୟାୟ ସୁରକ୍ଷିତ କରିବାକୁ ରାଜ୍ୟ ସରକାରଙ୍କ ‘ସ୍ୱୀକୃତି’ କାର୍ଯ୍ୟକ୍ରମ ଦେଶରେ ଏକ ମାଇଲଖୁଣ୍ଟ ପଦକ୍ଷେପ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମତବ୍ୟକ୍ତ କରିଛନ୍ତି । ଆଜି ଭାରତ ସରକାରଙ୍କ…

Read More

ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ

ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ ଭୁବନେଶ୍ୱର (ଏନ୍‌.ଏମ୍‌.): ଉତ୍କର୍ଷ କଳାର ଦେଶ, ଉତ୍କଳ, ଯାହା ଆଜି ଓଡ଼ିଶା ରାଜ୍ୟ ଭାବେ ବିଶ୍ୱବିଦିତ, ନିଜର କଳା, ସଂସ୍କୃତି ଓ ସ୍ଥାପତ୍ୟ ପାଇଁ । ଉତ୍କଳୀୟ କଳା ସଂସ୍କୃତି ପାଇଁ ‘ହସ୍ତତନ୍ତ ବସ୍ତ୍ର’ର ଭୂମିକା ସ୍ୱତନ୍ତ୍ର । ଭାରତର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଯୁଗଯୁଗରୁ ଓଡ଼ିଶା ହସ୍ତତନ୍ତ ବସ୍ତ୍ର, ବିଶେଷ ଭାବେ ‘ବାନ୍ଧବସ୍ତ୍ର’ର ସ୍ୱତନ୍ତ୍ର ସ୍ଥାନ ରହିଆସିଛି । ଏହି ପ୍ରାଚୀନ କଳାକୁ ଉଜ୍ଜୀବିତ…

Read More

ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା

ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ରାଜୀବ ଭବନଠାରେ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଲେ ଯେ, ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଘୂର୍ଣ୍ଣିବଳୟ ଅବପାତର ରୂପ ନେଇପାରେ । ଅବପାତରୁ ତୀବ୍ର ଅବପାତ ଓ ବାତ୍ୟା ହେବ କି ନାହିଁ ଆସନ୍ତା କାଲି ସନ୍ଧ୍ୟାବେଳକୁ ଏହା ସ୍ପଷ୍ଟ ହୋଇଯିବ । ପରିସ୍ଥିତିକୁ ଆଖି ଆଗରେ ରଖି ସରକାର ୧୮ଟି ଜିଲ୍ଲାକୁ ପ୍ରସ୍ତୁତ…

Read More

ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ

ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ କଟକ (ଏନ୍‌.ଏମ୍‌.): ଭିଜିଲାନ୍ସ ଜାଲରେ କୋଟିପତି ପ୍ରାଣୀଧନ ନିରୀକ୍ଷକ । ଭୁବନେଶ୍ୱର ରଘୁନାଥପୁରର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ପାଖାପାଖି ୧୦ କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି । ଚଢାଉ ବେଳେ ୫୦୦ଗ୍ରାମ ସୁନା, ୨୫୦ ଗ୍ରାମର ଚାନ୍ଦି ଓ ୧୦ ଗ୍ରାମରୁ ଅଧିକ ହୀରା ଜବତ ହୋଇଥିବା ସୂଚନା ମିଳିଛି । ଏଥିସହିତ ୩୯.୪୮ଲକ୍ଷ ଟଙ୍କାର ବୀମା ପଲିସ ମଧ୍ୟ ଥିବା ଜଣାପଡ଼ିଛି । ତେବେ ଆୟ…

Read More

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ : କେନ୍ଦ୍ରାପଡ଼ା-ପଟ୍ଟାମୁଣ୍ଡାଇ କେନାଲ ରାସ୍ତା ଉପରେ ଗଦାହେଉଛି କୁଢ଼କୁଢ଼ ଆବର୍ଜନା

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ କେନ୍ଦ୍ରାପଡ଼ା-ପଟ୍ଟାମୁଣ୍ଡାଇ କେନାଲ ରାସ୍ତା ଉପରେ ଗଦାହେଉଛି କୁଢ଼କୁଢ଼ ଆବର୍ଜନା କଟକ(ଏନ୍‌.ଏମ୍‌.): କଟକ ମହାନଗର ନିଗମ ୪୮ନମ୍ବର ୱାର୍ଡ ଜଗତପୁରସ୍ଥିତ କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ହାଇଲେବୁଲ କେନାଲ ବନ୍ଧ ଏବେ ମରଣଯନ୍ତା ପାଲଟିଛି । କେନାଲର ଜିରୋପଏଣ୍ଟ ଠାରୁ ପୁରୁଣା ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଥିଲେ ମଧ୍ୟ ଏଥି ପ୍ରତି ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ନୀତି ଦୁର୍ଭାଗ୍ୟଜନକ ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ଦୀର୍ଘ ଦିନ ଧରି ଏହି ବନ୍ଧ…

Read More

ତାତିଲେ ଅଭିଭାବକ: ବିଦ୍ୟାଳୟରେ ପିଲାଙ୍କୁ ପରସା ଯାଉଛି ପୋକ ମିଶା ବିଷାକ୍ତ ଖାଦ୍ୟ

ତାତିଲେ ଅଭିଭାବକ ବିଦ୍ୟାଳୟରେ ପିଲାଙ୍କୁ ପରସା ଯାଉଛି ପୋକ ମିଶା ବିଷାକ୍ତ ଖାଦ୍ୟ ସାଲେପୁର(ଏନ୍‌.ଏମ୍‌.): ବିଦ୍ୟାଳୟରେ ପିଲା ଖାଉଛନ୍ତି ପୋକ ମିଶା ବିଷାକ୍ତ ଖାଦ୍ୟ । କଟକ ଜିଲ୍ଲା ସାଲେପୁର ବ୍ଲକ ମଧ୍ୟକଛ ଗ୍ରାମରେ ଥିବା ମଧ୍ୟକଛ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ପିଲାମାନଙ୍କୁ ନିମ୍ନମାନର ପୋକମିଶା ବିଷାକ୍ତ ଖାଦ୍ୟ ଦିଆଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ସରକାର ସର୍ବଶିକ୍ଷା ଅଭିଯାନରେ ପିଲାମାନେ କିପରି ବିଦ୍ୟାଳୟକୁ ଆସିବେ…

Read More

ବାଚସ୍ପତିଙ୍କୁ ବିଜୁବାବୁଙ୍କ ସ୍ୱତନ୍ତ୍ର ଚିତ୍ର ଉପହାର

ବାଚସ୍ପତିଙ୍କୁ ବିଜୁବାବୁଙ୍କ ସ୍ୱତନ୍ତ୍ର ଚିତ୍ର ଉପହାର ଭୁବନେଶ୍ୱର (ଏନ୍‍.ଏମ୍‍.):ପ୍ରବାଦ ପୁରୁଷ ବିଜୁବାବୁଙ୍କ ଉତ୍ତୁଙ୍ଗ ବ୍ୟକ୍ତିତ୍ୱ ଏବଂ ଜୀବନୀ ଉପରେ ପର୍ଯ୍ୟବସିତ ପାଞ୍ଚଟି ସ୍ୱତନ୍ତ୍ର ଚିତ୍ର ଓଡ଼ିଶା ଲାଇଭ୍‌ ମେଡ଼ିଆ ନେଟ୍‌ୱାର୍କ ପକ୍ଷରୁ ଓଡ଼ିଶା ବିଧାନସଭାର ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ରଙ୍କୁ ପ୍ରଦାନ କରାଯାଇଛି । ଏହି ଚିତ୍ରଗୁଡ଼ିକୁ ପ୍ରସିଦ୍ଧ ଓଡ଼ିଆ ଚିତ୍ରକାର ଶ୍ରୀ ବଳଦେବ ମହାରଥା ପ୍ରସ୍ତୁତ କରିଛନ୍ତି । ବିଜୁବାବୁୁ ଓଡ଼ିଆ ଅସ୍ମିତା, ଜାତୀୟତା ଓ ସ୍ୱାଭିମାନର ପ୍ରତୀକ । ସେ ଜଣେ ବ୍ୟକ୍ତି ନଥିଲେ…

Read More

ଶିକ୍ଷା ଧ୍ୱଂସକାରୀ ଏନଇପି-୨୦୨୦ ବାତିଲ ଦାବିରେ ୧ କୋଟି ଦସ୍ତଖତ ସଂଗ୍ରହ ଅଭିଯାନ ଉଦଘାଟିତ

ଶିକ୍ଷା ଧ୍ୱଂସକାରୀ ଏନଇପି–୨୦୨୦ ବାତିଲ ଦାବିରେ ୧ କୋଟି ଦସ୍ତଖତ ସଂଗ୍ରହ ଅଭିଯାନ ଉଦଘାଟିତ କଟକ  (ଏନ୍‍.ଏମ୍‍.):  ଶିକ୍ଷାକୁ ଧ୍ୱଂସ କରିବାର ନୀଳ ନକ୍ସା ଜାତୀୟ ଶିକ୍ଷା ନୀତି ୨୦୨୦ ବାତିଲ ଦାବିରେ ଦେଶବ୍ୟାପୀ ୧ କୋଟି ଦସ୍ତଖତ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ କଟକରେ ଆଜି ଏଆଇଡିଏସଓ ଉଦ୍ୟୋଗରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସଂଗ୍ରାମୀ ଫୋରମର ଆବାହକ ପ୍ରଶାନ୍ତ ଦାସ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମହେନ୍ଦ୍ର କାୟସ୍ଥ, ଏଆଇଡିଏସ୍‌ଓ ଓଡିଶା…

Read More

ବିପଦ ସାଜିଛି ମୁକୁଳା ଡ୍ରେନ, ସ୍ଲାବ ପଡ଼ିବା ନେଇ ପ୍ରଶ୍ନବାଚୀ

ବିପଦ ସାଜିଛି ମୁକୁଳା ଡ୍ରେନ, ସ୍ଲାବ ପଡ଼ିବା ନେଇ ପ୍ରଶ୍ନବାଚୀ ଜଗତପୁର (ଏନ୍‍.ଏମ୍‍.): କଟକ ମହାନଗର ନିଗମ ଦିନକୁ ଦିନ ଉନ୍ନତିର ସୋପାନରେ ରହିଥିବାବେଳେ ସହରର ଗ୍ରୀନଫିଲ୍ଡ କୁହାଯାଉଥିବା ୬ଟି ଯାକ ୱାର୍ଡ଼ରେ ଜନସାଧାରଣ ଆଜିବି ମୌଳିକ ସୁବିଧାରୁ ବଞ୍ôଚତ ହୋଇଛନ୍ତି । କେଉଁ ପାନୀୟ ଜଳ ତ ଆଉ କେଉଁଠି ରାସ୍ତାଘାଟ ଆଲୋକିଗରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇଛି । ବିଶେଷ କରି ପରବର୍ତ୍ତୀ ସମୟରେ ବିଭିନ୍ନ ପଞ୍ଚାୟତରୁ କଟକ ମହାନଗର ନିଗମରେ ସାମିଲ ହୋଇଥିବା…

Read More

ଭୁବନେଶ୍ୱର ବସ୍ ମାଲିକ ସଂଘର ଅଫିସ ଗୃହର ଉଦଘାଟନ

ଭୁବନେଶ୍ୱର ବସ୍ ମାଲିକ ସଂଘର ଅଫିସ ଗୃହର ଉଦଘାଟନ ଭୁବନେଶ୍ୱର(ଏନ୍‍.ଏମ୍‍.): ଭୁବନେଶ୍ୱର ବସ୍ ମାଲିକ ସଂଘର ଅଫିସ ଗୃହ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ରୋଟାରୀ କ୍ଲବ ରୋୟାଲ ତରଫରୁ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ମଧ୍ୟ ଉଦଘାଟନ ହୋଇଥିଲା । କାର୍ଯ୍ୟକ୍ରମରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ରାଜ୍ୟ ସରକାରଙ୍କର ପବ୍ଲିକ ଏଣ୍ଟରପ୍ରାଇଜ ମନ୍ତ୍ରୀ ଅଶୋକ କୁମାର ପଣ୍ଡା, ବିଧାୟକ ପ୍ରଣବ ପ୍ରକାଶ ଦାସ, ରୋଟାରୀ ୩୨୬୨ର ଗଭର୍ଣ୍ଣର ଶାନ୍ତନୁ ପାଣି, ପି.ଡି.ଜି ରବି…

Read More

ଲକ୍ଷ୍ମଣପୁର ମା’ ତାରିଣୀ ବଜାର ନଳକୂପରୁ ବାହାରୁଛି ବିଷାକ୍ତ ପାଣି !

ଲକ୍ଷ୍ମଣପୁର ମା’ ତାରିଣୀ ବଜାର ନଳକୂପରୁ ବାହାରୁଛି ବିଷାକ୍ତ ପାଣି ! ଜଗତପୁର (ଏନ୍‌.ଏମ୍‌.): ଅସହ୍ୟ ଖରାରେ ଲୋକେ ପାଣି ଟୋପେ ପାଇଁ ଡହଳ ବିକଳ ହେଉଥିବାବେଳେ ନଳକୂଅର ପାଣି କାମରେ ଆସୁନି । ଏହି ନଳକୂଅରୁ ମାଟିଆ ରଙ୍ଗର ପାଣି ବାହାରୁଥିବାବେଳେ ଏହାକୁ ମୁହଁରେ ଦେଇ ହେଉନାହିଁ । ତେବେ ଏହି ଅଞ୍ଚଳର ଲୋକେ ଦୀର୍ଘ ଦିନ ଧରି ଜଳକ୍ଲିଷ୍ଟରେ ଥିବାବେଳେ ସିଏମସି ପକ୍ଷରୁ ଏହାର ପ୍ରତିକାର କରାନଯିବା ନେଇ ଅସନ୍ତୋଷ ତେଜୁଛି । କଟକ…

Read More

ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ପ୍ରଦାନ: ୪୦ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା

ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ପ୍ରଦାନ ୪୦ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା ଭୁବନେଶ୍ୱର(ଏନ୍‌.ଏମ୍‌.): ପବିତ୍ର ଅକ୍ଷୟ ତୃତୀୟ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରିବା ସହ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏହାଦ୍ୱାରା ଝାରସୁଗୁଡା ବ୍ୟତୀତ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦…

Read More