ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ : ୫ଟି ଜିଲ୍ଲାର ୪୪୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ : ୫ଟି ଜିଲ୍ଲାର ୪୪୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ଭୁବନେଶ୍ୱର(ଏନ୍.ଏମ୍.): ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ପିଲାମାନେ କହୁଛନ୍ତି ଯେ ସ୍କୁଲ ଆସିବାକୁ ଏବେ ଆମକୁ ବେଶି ଭଲ ଲାଗୁଛି । ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବାକୁ ଆଗ୍ରହ ମଧ୍ୟ ବଢିଛି ବୋଲି ପିଲାମାନେ ମତବ୍ୟକ୍ତ…
