‘କଳାଭୂମି’ରେ ଆକର୍ଷଣୀୟ ଖୋଲା ପାଠାଗାର ଉଦ୍ଘାଟିତ
‘କଳାଭୂମି’ରେ ଆକର୍ଷଣୀୟ ଖୋଲା ପାଠାଗାର ଉଦ୍ଘାଟିତ [caption id="attachment_5386" align="alignnone" width="300"] News by I&PR Odisha[/caption] ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ଏବେ ଦର୍ଶକମାନଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇପାରିଛି । କଳାଭୂମିରେ ଆଜି ଏକ ଖୋଲା ପାଠାଗାର ଉଦ୍ଘାଟିତ ହୋଇଯାଇଛି । ଓଏସ୍ଆରଟି ବସର ବାହ୍ୟ ଭାଗରେ…






