ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ
ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ନୂଆଦିଲ୍ଲୀ(ଏଜେନ୍ସି): ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଏନ୍ଡିଏ ମେଣ୍ଟ ପକ୍ଷରୁ ଚୟନ କରାଯାଇଛି । ବିଜେପି ନେତୃତ୍ୱାଧୀନ ଏନଡିଏ ପାଖରେ ନିର୍ବାଚନ ଜିତିବାକୁ ସଂଖ୍ୟା ଥିବାରୁ ୬୪ ବର୍ଷୀୟ ଶ୍ରୀମତୀ ମୁର୍ମୁ ହିଁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଛି । ଯଦି ମୁର୍ମୁ ଜିତନ୍ତି,ତା’ହେଲେ ସେ ହେବେ ପ୍ରଥମ ଓଡ଼ିଆ ରାଷ୍ଟ୍ରପତି । ସେହିପରି ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି…
