ଆସନ୍ତା ବଜେଟ୍ ଅଧିବେଶନ ନେଇ ସର୍ବଦଳୀୟ ବୈଠକ ଜୁନ ୨୯ରେ
ଆସନ୍ତା ବଜେଟ୍ ଅଧିବେଶନ ନେଇ ସର୍ବଦଳୀୟ ବୈଠକ ଜୁନ ୨୯ରେ ଗୃହ ପରିଚାଳନା ନିମନ୍ତେ ସମସ୍ତଙ୍କ ସହଯୋଗ କାମନା କଲେ ବାଚସ୍ପତି ଭୁବନେଶ୍ୱର(ଏନ୍.ଏମ୍.): ଆସନ୍ତା ଜୁଲାଇ ୨ତାରିଖରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନର ସୁପରିଚାଳନା ପାଇଁ ଚଳିତ ମାସ ୨୯ ତାରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ବଜେଟ ଅଧିବେଶନର ସମସ୍ତ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦିତ କରିବା ପାଇଁ ସବୁ…
