ମହାନଦୀ ଡିଗ୍ରୀ ମହାବିଦ୍ୟାଳୟରେ ପଣ୍ଡିତ ଗୋପବନ୍ଧୁଙ୍କ ୯୪ତମ ଶ୍ରାଦ୍ଧ ବାର୍ଷିକ
ମହାନଦୀ ଡିଗ୍ରୀ ମହାବିଦ୍ୟାଳୟରେ ପଣ୍ଡିତ ଗୋପବନ୍ଧୁଙ୍କ ୯୪ତମ ଶ୍ରାଦ୍ଧ ବାର୍ଷିକ କଖଡି/ଟାଙ୍ଗୀ-ଚୌଦ୍ୱାର(ଏନ୍.ଏମ୍.): କଟକ ସ୍ଥିତ ମହାନଦୀ ଡିଗ୍ରୀ ମହାବିଦ୍ୟାଳୟରେ ପଣ୍ଡିତ ଗୋପବନ୍ଧୁଙ୍କ ୯୪ ତମ ଶ୍ରାଦ୍ଧବାର୍ଷିକ ଉପଲକ୍ଷେ “ସେବା ଓ ସେବକ’ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି । ମହାବିଦ୍ୟାଳୟର ସଂପାଦକ ଫକୀର ଚରଣ ସୀତାରାମ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୋପବନ୍ଧୁ ନର୍ସିଂ କଲେଜର ଅଧ୍ୟକ୍ଷା ରାଜଶ୍ରୀ ସାମନ୍ତରାୟ, ମୁଖ୍ୟବକ୍ତା ଭାବେ ସୁସାହିତ୍ୟିକ ତଥା ବାଗ୍ମୀ ନାରାୟଣ ପଣ୍ଡା, ସମ୍ମାନିତ ଅତିଥି…
