ଆରପାରିରେ ପୂର୍ବତନ ବିଧାୟକ ତଥା ଶ୍ରମିକ ନେତା ରାଜୁ ସିଂହ
ଆରପାରିରେ ପୂର୍ବତନ ବିଧାୟକ ତଥା ଶ୍ରମିକ ନେତା ରାଜୁ ସିଂହ କଟକ(ଏନ୍.ଏମ୍.): ବିଶିଷ୍ଟ ଶ୍ରମିକ ନେତା, ସମାଜବାଦୀ ଚିନ୍ତାଧାରାର ବ୍ୟକ୍ତିତ୍ୱ ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂହଙ୍କ ହୃଦଘାତ ଯୋଗୁ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ବର୍ଷ ବୟସ ହୋଇଥିଲା । ସେ କିଛିଦିନ ହେବ ରକ୍ତଚାପ ତଥା ହୃଦରୋଗରେ ପୀଡିତ ଥିଲେ । ତେବେ ଆଜି ରାତି ପ୍ରାୟ ସାଢେ ଆଠଟା ବେଳେ ସିଡ଼ିଏସ୍ଥିତ ବାସ ଭବନରେ ତାଙ୍କର ହଠାତ୍ ହୃଦ୍ଘାତ…
