ପୁଅକୁ ଫେରାଇ ଆଣିବାକୁ ମା’ର ଆକୁଳ ନିବେଦନ
ପୁଅକୁ ଫେରାଇ ଆଣିବାକୁ ମା’ର ଆକୁଳ ନିବେଦନ [caption id="attachment_5864" align="alignnone" width="300"] News by Biswajit Dalai (Salepur)[/caption] ସାଲେପୁର(ଏନ୍.ଏମ୍.): କଟକ ଜିଲ୍ଲା ସାଲେପୁର ଥାନା ଧର୍ମାଗତପୁର ଗ୍ରାମର ଜଣେ ଯୁବକ ଚାକିରୀ କରିବାକୁ ଯାଇ ୪ବର୍ଷ ଧରି ଘରକୁ ନଫେରିବା ନେଇ ପରିବାର ଲୋକେ ଭାଙ୍ଗି…












