ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ
ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ ଆଠଗଡ(ଏନ୍.ଏମ୍.): ସମ୍ପ୍ରତି ଗଣତନ୍ତ୍ର ଆଜି ବିପନ୍ନ ହୋଇଥିବା ବିଭିନ୍ନ ମହଲରେ ସ୍ୱର ଉଠିଛି । ସାମ୍ବାଦିକ ଓ ସମ୍ବାଦପତ୍ରର କଣ୍ଠ ରୋଧ କରାଯାଇ ବିନା କାରଣରେ ସାମ୍ବାଦିକ ମାନଙ୍କୁ ଆକ୍ରମଣ କରିବା, ମିଥ୍ୟା ମକଦ୍ଦମା କରି ଜେଲ ପଠାଇବା ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଛି । ତେବେ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କ ଗିରଫ ପ୍ରତିବାଦରେ ଆଜି ଆଠଗଡ ସବ ଡିଭିଜନ ସାମ୍ବାଦିକ ସଂଘପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଆଠଗଡ ଅତିରିକ୍ତ…
