ଜଗଦୀପ ଧନଖଡ଼ ହେଲେ ଭାରତର ଉପ-ରାଷ୍ଟ୍ରପତି

ଜଗଦୀପ ଧନଖଡ଼ ହେଲେ ଭାରତର ଉପ-ରାଷ୍ଟ୍ରପତି ନୂଆଦିଲ୍ଲୀ (ଏଜେନ୍ସି): ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନଖଡ଼ ଦେଶର ଉପ-ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଛନ୍ତି । ଏନଡିଏରୁ ପ୍ରାର୍ଥୀ ହୋଇଥିବା ଶ୍ରୀ ଧନଖଡ଼ ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରିଛନ୍ତି । ସେ ମାର୍ଗାରେଟ ଆଲଭାଙ୍କୁ ୩୪୬ ଭୋଟରେ ପରାସ୍ତ କରିଛନ୍ତି । ଉପ-ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସଂସଦ ଭବନରେ ଭୋଟ୍ ଗ୍ରହଣ ହୋଇଥିଲା । ମୋଟ ୭୮୦ ଜଣ ସାଂସଦଙ୍କ ମଧ୍ୟରୁ ୭୨୫…

Read More

ସତ୍ୟଭାମାଦେବୀ ମୂକ-ବଧିର ମହାବିଦ୍ୟାଳୟରେ ସାଇବର ଠକେଇ ସଚେତନା କାର୍ଯ୍ୟକ୍ରମ

ସତ୍ୟଭାମାଦେବୀ ମୂକ-ବଧିର ମହାବିଦ୍ୟାଳୟରେ ସାଇବର ଠକେଇ ସଚେତନା କାର୍ଯ୍ୟକ୍ରମ ଭୁବନେଶ୍ୱର(ଏନ୍‌.ଏମ୍‌.): ସତ୍ୟଭାମାଦେବୀ ମୂକ-ବଧିର ମହାବିଦ୍ୟାଳୟରେ ଉଚ୍ଚଭରକ୍ସ ଠକେଇକୁ ନେଇ ଆଜି ଏକ ସଚେତନତା କାର୍ଯ୍ୟକ୍ରମ ମୂକ-ବଧିର ଛାତ୍ର/ଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ୟାଙ୍କ ଅଫନ୍ୟୁୟର୍କର ପ୍ରକଳ୍ପ ପରିଚାଳକ ଶିବାନୀ ଶଶୀକାନ୍ତ ମହାନ୍ତି, ଉଦ୍ୟୋଗୀ ଚନ୍ଦ୍ର ଶେଖର ପ୍ରମୁଖ ଯୋଗଦାନ କରି ମୂକ-ବଧିର ଛାତ୍ର/ଛାତ୍ରୀ ମାନଙ୍କୁ ସାଇବର ଠକେଇର ବିଭିନ୍ନ ଦିଗ ଓ ଏଥିରୁ କେମିତି ବର୍ତିହେବ ସେ ସମ୍ପର୍କରେ ଆଲୋଚନା କରିଥିଲେ ।…

Read More

ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିବେଦନ

ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିବେଦନ ଖଣ୍ଡପଡା(ଏନ୍‌.ଏମ୍‌.): ଆଜାଦ କି ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରତ୍ୟେକ ନାଗରିକ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି । ଏହି କ୍ରମରେ ଖଣ୍ଡପଡା ଯୁବକ ସଂଘର ସଦସ୍ୟ, ପଠାଣି ସାମନ୍ତ ପୂଜ୍ୟପୂଜା ପରିଷଦର ସଦସ୍ୟମାନେ ଶୁକ୍ରବାର ଖଣ୍ଡପଡା ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଜାତୀୟ ପତାକା ତଳେ ଏକତ୍ରିତ ହୋଇଥିଲେ । ସମସ୍ତେ ହାତରେ ତ୍ରିରଙ୍ଗା ପତାକା ଧରିଥିବା…

Read More

ସିଧାମୂଳା ବାଲିଘାଟ ନିଲାମ ବାତିଲ ଦାବି: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସର ଧାରଣା ଓ ବିକ୍ଷୋଭ

ସିଧାମୂଳା ବାଲିଘାଟ ନିଲାମ ବାତିଲ ଦାବି: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସର ଧାରଣା ଓ ବିକ୍ଷୋଭ ଖଣ୍ଡପଡା(ଏନ୍‌.ଏମ୍‌.): ଖଣ୍ଡପଡା ତହସିଲ ଅଧିନ ସିଧାମୂଳା ମହାନଦୀ ବାଲିଘାଟକୁ ଖଣ୍ଡପଡା ତହସିଲଦାର ଶାଗମାଛ ଦରରେ ନିଲାମ କରିଦେଇଛନ୍ତି । ବାଲିଘାଟ ନିଲାମରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ରାଜ୍ୟ ସରକାର ଏ ବାବଦରେ ୧୨ କୋଟିରୁ ଉର୍ଦ୍ଧ ଟଙ୍କାର ରାଜସ୍ୱ ହରାଇବେ ବୋଲି କଂଗ୍ରେସ ନେତାମାନେ ଅଭିଯୋଗ ଉଠାଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତୀକ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ…

Read More