ଓଡ଼ିଶା ହାଇକୋର୍ଟରେ ଦୁଇ ନୂତନ ବିଚାରପତିଙ୍କ ଶପଥ ଗ୍ରହଣ
ଓଡ଼ିଶା ହାଇକୋର୍ଟରେ ଦୁଇ ନୂତନ ବିଚାରପତିଙ୍କ ଶପଥ ଗ୍ରହଣ କଟକ (ଏନ୍.ଏମ୍.) : ଓଡ଼ିଶା ହାଇକୋର୍ଟରେ ଆଜି ଆଉ ୨ଜଣ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ଦୁଇ ନୂଆ ବିଚାରପତିଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୨୪ରେ ପହଞ୍ଚିଛି । ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶ ଆଜି ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱତନ୍ତ୍ର…
