୩୬ତମ ରାଜ୍ୟ ଯୁବ ବାସ୍କେଟବଲ ପ୍ରତିଯୋଗିତା ଉଦ୍ଘାଟିତ
୩୬ତମ ରାଜ୍ୟ ଯୁବ ବାସ୍କେଟବଲ ପ୍ରତିଯୋଗିତା ଉଦ୍ଘାଟିତ ଖେଳୁଆଡ଼ ମନୋଭାବ ଏବଂ ଦଳଗତ ପ୍ରଚେଷ୍ଟା ହିଁ ସଫଳତା ଆଣିପାରିବ- ଜିଲ୍ଲାପାଳ [caption id="attachment_6074" align="alignnone" width="300"] News by Smruti Ranjan Tripathy (Cuttack)[/caption] କଟକ(ଏନ୍.ଏମ୍.): ଓଡ଼ିଶା ବାସ୍କେଟ୍ ବଲ ପ୍ରତିଯୋଗୀତା ଉଦ୍ଘାଟିତ ହୋଇଯାଇଛି । କେଶବ ଫାଉଣ୍ଡେସନ…







