ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ରାଜପଥ ଅବରୋଧ କଲେ ଗ୍ରାମବାସୀ

ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ରାଜପଥ ଅବରୋଧ କଲେ ଗ୍ରାମବାସୀ ଖୋର୍ଦ୍ଧା(ଏନ୍‌.ଏମ୍‌.): ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ତାତିଲେ ଅଞ୍ଚଳବାସୀ । ଗୋଟିଏ ପଟେ ପୁଲିସ ଜନସାଧାରଣଙ୍କୁ ତୁରନ୍ତ ସେବା ଯୋଗାଇ ଦେବା ଉପରେ ଗୁରୁତ୍ୱ ଦେଉଥିବାବେଳେ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ନୀତି ଯୋଗୁଁ ବିଭାଗ ଉପରୁ ଜନସାଧାରଣଙ୍କ ଆସ୍ଥା ତୁଟୁଥିବା ଭଳି ସଂଗୀନ ଅଭିଯୋଗ ଉଠିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧାଜିଲ୍ଲା ପୁବୁ ସାହି ଅଞ୍ଚଳରେ । ଅଭିଯୋଗ ଅନୁଯାୟୀ ପୋଲିସ କାର୍ଯ୍ୟନୁଷ୍ଠାନ ନନେବାରୁ ପ୍ରଥମେ…

Read More

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକାର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକାର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ ଭୁବନେଶ୍ୱର(ଏନ୍‌.ଏମ୍‌.): ହାଇଦ୍ରାବାଦରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକା କନ୍‌ସୁଲେଟ୍‌ର ରାଜନୈତିକ ଓ ଅର୍ଥନୈତିକ ବିଭାଗର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ ସିନ୍ ରୁଥ୍ ଆଜି ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତ ବାଗଚୀଙ୍କୁ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ରାଜନୈତିକ ଓ ଅର୍ଥନୈତିକ ବିଶେଷଜ୍ଞ ଶିବପ୍ରସାଦ ତ୍ରିପାଠୀ ମଧ୍ୟ ଶ୍ରୀ ରୁଥ୍‌ଙ୍କ ସହ…

Read More

ବାଲ୍ୟ ବିବାହ ଓ ଶିଶୁ ସୁରକ୍ଷା ସଚେତନତା କର୍ମଶାଳା

ବାଲ୍ୟ ବିବାହ ଓ ଶିଶୁ ସୁରକ୍ଷା ସଚେତନତା କର୍ମଶାଳା ଖଣ୍ଡପଡା(ଏନ୍‌.ଏମ୍‌.): ଖଣ୍ଡପଡା ବ୍ଳକ ଅଧିନ ଖଳିସାହି ପଂଚାୟତ କାର୍ଯ୍ୟାଳୟ ସଭାଗୃହରେ ବାଲ୍ୟ ବିବାହ ପ୍ରଥାର ବିଲୋପ ସହ ଶିଶୁମାନଙ୍କର ସୁରକ୍ଷା ନେଇ ଏକ ସଚେତନତା କର୍ମଶାଳା ବୁଧବାର ଅନୁଷ୍ଠିତ ହୋଇଯାଇଛି । ନୟାଗଡ ଚାଇଲଡ ଲାଇନ ପକ୍ଷରୁ ଆୟୋଜିତ କର୍ମଶାଳରେ ଖଳିସାହି ସରପଂଚ ‘କୀର ମୋହନ ଦାସଙ୍କ ସମେତ ସମସ୍ତ ୱାର୍ଡର ସଭ୍ୟ/ସଭ୍ୟାମାନେ ଯୋଗ ଦେଇଥିଲେ । ଚାଇଲଡ ଲାଇନ ପକ୍ଷରୁ ସୁଜାତା ବେହେରା ଓ ବିକ୍ରମ…

Read More