ବିନା ଟିକଟରେ ରେଳଯାତ୍ରା ୬୯ ଗିରଫ

ବିନା ଟିକଟରେ ରେଳଯାତ୍ରା ୬୯ ଗିରଫ କଟକ(ଏନ୍‌.ଏମ୍‌.): ମାଗଣା ତଥା ବିନା ଟିକଟରେ ରେଳଯାତ୍ରା ବୃଦ୍ଧି ପାଇଉଥିବାବେଳେ ଏବେ ବହୁ ଯାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଛି । ଏହାକୁ ଦୃଷ୍ଟିରେ ରଖି ଆଜି କଟକ ଆରପିଏଫ(ରେଳବାଇ ସୁରକ୍ଷା ବଳ) ପକ୍ଷରୁ ଜୋରଦାର ଯାଞ୍ଚ କରାଯାଇଥିଲା । କଟକ ରେଳଷ୍ଟେସନ ଦେଇ ଚଳାଚଳ କରୁଥିବା ବିଭିନ୍ନ ଟ୍ରେନ ଓ ପ୍ଲାଟଫର୍ମରେ ଯାତ୍ରୀଙ୍କ ଟିକଟ ଯାଞ୍ଚ କରାଯାଇଥିଲା । ଏହି ସମୟରେ ୬୯ ଜଣ ବ୍ୟକ୍ତି ବିନା ଟିକେଟରେ ଯାତ୍ରା…

Read More

ହାଇକୋର୍ଟରୁ ଜାମିନ ପାଇଲେ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ

ହାଇକୋର୍ଟରୁ ଜାମିନ ପାଇଲେ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ କଟକ (ଏନ୍‌.ଏମ୍‌): ବରିଷ୍ଟ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି । ସେ ଏକ ଘରୋଇ ନ୍ୟୁଜ ଚ୍ୟାନେଲ ସଂପାଦକ ତଥା ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମଞ୍ଜୁର ହୋଇଛି । ତେବେ ଟଙ୍କା ବକେୟା ମାମଲାରେ ଅର୍ଦ୍ଧେନ୍ଦୁଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ସୂଚନା ଥାଉକି, ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି । ଚଳିତ ବର୍ଷ ଜୁନ୍…

Read More