ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକାର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ
ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକାର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ ଭୁବନେଶ୍ୱର(ଏନ୍.ଏମ୍.): ହାଇଦ୍ରାବାଦରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକା କନ୍ସୁଲେଟ୍ର ରାଜନୈତିକ ଓ ଅର୍ଥନୈତିକ ବିଭାଗର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ ସିନ୍ ରୁଥ୍ ଆଜି ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତ ବାଗଚୀଙ୍କୁ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ରାଜନୈତିକ ଓ ଅର୍ଥନୈତିକ ବିଶେଷଜ୍ଞ ଶିବପ୍ରସାଦ ତ୍ରିପାଠୀ ମଧ୍ୟ ଶ୍ରୀ ରୁଥ୍ଙ୍କ ସହ…
